Online Bible

- Reklamy -




ଦ୍ଵିତୀୟ ବିବରଣ 31:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ଵରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ହେଁ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ,।

Viz kapitola kopírovat

ଓଡିଆ ବାଇବେଲ

21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।

Viz kapitola kopírovat

ପବିତ୍ର ବାଇବଲ

21 ତା'ପରେ ସେହିସବୁ କ୍ଳେଶ ଓ ଅମଙ୍ଗଳର କାର୍ଯ୍ୟମାନ ସେମାନଙ୍କ ପାଇଁ ଘଟିବ। ସେମାନେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ସେହି ସମୟରେ ସେହି ଲୋକମାନେ ସେହି ଗୀତ ସ୍ମରଣ କରିବେ। ଏହି ଗୀତ ସେମାନଙ୍କ ବିରୁଦ୍ଧରେ ସାକ୍ଷୀରୂପେ କାର୍ଯ୍ୟ କରିବ। ମୁଁ ସେମାନଙ୍କୁ ପ୍ରତିଜ୍ଞା କରିଥିବା ଦେଶକୁ ଆଣିବା ପୂର୍ବରୁ ସେମାନଙ୍କର ପ୍ରକୃତି ଜାଣିଥିଲି।”

Viz kapitola kopírovat




ଦ୍ଵିତୀୟ ବିବରଣ 31:21

Následuj nás:

Reklamy


Reklamy