Online Bible

- Reklamy -




ଦ୍ଵିତୀୟ ବିବରଣ 31:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”

Viz kapitola kopírovat

ପବିତ୍ର ବାଇବଲ

23 ତା'ପରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କୁ କହିଲେ, “ଶକ୍ତିଶାଳୀ ଓ ସାହସୀ ହୁଅ। ତୁମ୍ଭେ ଇସ୍ରାଏଲୀୟମାନଙ୍କୁ ଆମ୍ଭେ ଯେଉଁ ଦେଶ ପାଇଁ ପ୍ରତିଜ୍ଞା କରିଅଛୁ, ସେହି ଦେଶକୁ ନେଇ ଯିବ ଏବଂ ଆମ୍ଭେ ତୁମ୍ଭ ସହିତ ସର୍ବଦା ରହିବା।”

Viz kapitola kopírovat




ଦ୍ଵିତୀୟ ବିବରଣ 31:23

Následuj nás:

Reklamy


Reklamy