ଦ୍ଵିତୀୟ ବିବରଣ 31:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ? Viz kapitolaପବିତ୍ର ବାଇବଲ (Re-edited) - (BSI)27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋʼ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ? Viz kapitolaଓଡିଆ ବାଇବେଲ27 ଯେହେତୁ ମୁଁ ତୁମ୍ଭର ବିଦ୍ରୋହିତା ଓ ଶକ୍ତଗ୍ରୀବତା ଜାଣେ; ଦେଖ, ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହେଉଅଛ, ପୁଣି ମୋ’ ମରଣ ଉତ୍ତାରେ ଆଉ କେତେ ଅଧିକ ନ ହେବ ? Viz kapitolaପବିତ୍ର ବାଇବଲ27 ମୁଁ ଜାଣେ ତୁମ୍ଭେମାନେ ଶକ୍ତଗ୍ରୀବ ଅଟ। ମୁଁ ଜାଣେ ତୁମ୍ଭେ ତୁମ୍ଭ ବାଟରେ ଚଳିବାକୁ ଗ୍ଭହଁ। ଦେଖ ଆଜି ମୁଁ ତୁମ୍ଭମାନଙ୍କ ମଧ୍ୟରେ ବଞ୍ଚି ଥାଉ ଥାଉ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହି ହେଉଅଛ। ମୋର ମରଣ ପରେ ତୁମ୍ଭେମାନେ କେତେ ଅଧିକ ନ ହେବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ମାନିବ ନାହିଁ। Viz kapitola |