ଦ୍ଵିତୀୟ ବିବରଣ 31:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇପାର ହୋଇଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇପାର ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ଆପେ ତୁମ୍ଭର ଅଗ୍ରଗାମୀ ହୋଇ ପାର ହୋଇ ଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇ ପାର ହେବେ। Viz kapitolaଓଡିଆ ବାଇବେଲ3 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଆପେ ତୁମ୍ଭର ଅଗ୍ରଗାମୀ ହୋଇ ପାର ହୋଇ ଯିବେ; ସେ ତୁମ୍ଭ ସମ୍ମୁଖରୁ ଏହି ଗୋଷ୍ଠୀୟ ଲୋକମାନଙ୍କୁ ନାଶ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରିବ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯିହୋଶୂୟ ତୁମ୍ଭର ଅଗ୍ରଗାମୀ ହୋଇ ପାର ହେବେ। Viz kapitolaପବିତ୍ର ବାଇବଲ3 କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କୁ ସେହି ଦେଶକୁ ଆଗେଇ ନେବେ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ସେମାନଙ୍କୁ ଧ୍ୱଂସ କରିବେ। ତୁମ୍ଭେମାନେ ସେମାନଙ୍କଠାରୁ ତାଙ୍କର ଦେଶ ଛଡ଼ାଇ ଆଣିବ। କିନ୍ତୁ ସଦାପ୍ରଭୁ କହିଲେ, ଯିହୋଶୂୟ ତୁମ୍ଭମାନଙ୍କୁ ଆଗେଇ ନେବେ। Viz kapitola |