ଦ୍ଵିତୀୟ ବିବରଣ 32:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବହିଲେ; Viz kapitolaଓଡିଆ ବାଇବେଲ11 ଯେପରି ଉତ୍କ୍ରୋଶ ପକ୍ଷୀ ଆପଣା ବସାକୁ ଉତ୍ତେଜିତ କରେ, ଛୁଆମାନଙ୍କ ଉପରେ ପକ୍ଷ ଧଡ଼ଧଡ଼ କରେ, (ସେପରି) ସେ ଆପଣା ପକ୍ଷ ବିସ୍ତାର କଲେ, ସେ ସେମାନଙ୍କୁ ତୋଳି ନେଲେ, ସେ ଆପଣା ଡେଣାରେ ସେମାନଙ୍କୁ ବୋହିଲେ; Viz kapitolaପବିତ୍ର ବାଇବଲ11 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ଉତ୍କ୍ରୋଶପକ୍ଷୀ ପରି। ଉତ୍କ୍ରୋଶପକ୍ଷୀ ତା'ର ଛୁଆମାନଙ୍କୁ ବସାରୁ ପେଲି ଦିଏ ସେମାନଙ୍କୁ ଉଡ଼ି ଶିଖିବା ପାଇଁ, ସେମାନେ ଯେତେବେଳେ ପଡ଼ିଯା’ନ୍ତି ସେ ତା'ର ଡେଣା ମେଲାକରି ଉଡ଼ିଯାଏ ତାକୁ ଧରିବା ପାଇଁ। ଏବଂ ତା'ର ନିରାପତ୍ତା ପାଇଁ ସେ ତା'ର ଡେଣା ମଧ୍ୟକୁ ଟାଣିନିଏ। ସଦାପ୍ରଭୁ ହେଉଛନ୍ତି ସେହିପରି। Viz kapitola |