ଦ୍ଵିତୀୟ ବିବରଣ 32:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା,” “ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆଉ ସେ କହିଲେ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କʼଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତା; ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ଵସ୍ତତା ନାହିଁ। Viz kapitolaଓଡିଆ ବାଇବେଲ20 ଆଉ ସେ କହିଲେ, “ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ସେମାନଙ୍କର ଶେଷ ଦଶା କ’ଣ ହେବ, ତାହା ଆମ୍ଭେ ଦେଖିବା; କାରଣ ସେମାନେ ନିତାନ୍ତ ବକ୍ରଗାମୀ ବଂଶ, ଏପରି ସନ୍ତାନ, ଯେଉଁମାନଙ୍କଠାରେ କିଛି ବିଶ୍ୱସ୍ତତା ନାହିଁ। Viz kapitolaପବିତ୍ର ବାଇବଲ20 ତେଣୁ ସଦାପ୍ରଭୁ କହିଲେ, ‘ଆମ୍ଭେ ତାଙ୍କଠାରୁ ଦୂର ହେବା, ତା'ପରେ ଦେଖିବା ତାଙ୍କର କ’ଣ ହେଉଛି। ସେମାନେ ବିଦ୍ରୋହୀ ଲୋକ ସେମାନେ ଏପରି ସନ୍ତାନ ଯେଉଁମାନଙ୍କର କିଛି ବିଶ୍ୱସ୍ତତା ନାହିଁ Viz kapitola |