Online Bible

- Reklamy -




ଦ୍ଵିତୀୟ ବିବରଣ 32:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

27 ତେବେ ଆମ୍ଭେ ସେମାନଙ୍କୁ ଦୂରରେ ଛିନ୍ନଭିନ୍ନ କରନ୍ତୁ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ସେମାନଙ୍କ ସ୍ମରଣ ଲୋପ କରନ୍ତୁ।

Viz kapitola kopírovat

ପବିତ୍ର ବାଇବଲ

27 କିନ୍ତୁ ଆମ୍ଭେ ଜାଣୁ ତାଙ୍କର ଶତ୍ରୁମାନେ କ’ଣ କହିବେ। ଶତ୍ରୁମାନେ ବୁଝି ପାରୁ ନ ଥିବେ। ସେମାନେ ଏପରି କହି ପାରନ୍ତି, “ସଦାପ୍ରଭୁ ଇସ୍ରାଏଲକୁ ଧ୍ୱଂସ କରି ନାହାନ୍ତି। ଆମ୍ଭେ ଆପଣା ଶକ୍ତି ବଳରେ ସେମାନଙ୍କୁ ଜିତିଛୁ।’”

Viz kapitola kopírovat




ଦ୍ଵିତୀୟ ବିବରଣ 32:27

Následuj nás:

Reklamy


Reklamy