ଦ୍ଵିତୀୟ ବିବରଣ 32:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ। Viz kapitolaଓଡିଆ ବାଇବେଲ29 ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏକଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ। Viz kapitolaପବିତ୍ର ବାଇବଲ29 ଯଦି ସେମାନେ ବୁଦ୍ଧିଆ ହୁଅନ୍ତେ, ସେମାନେ ବୁଝିପାରନ୍ତେ, ସେମାନେ ଜାଣିପାରନ୍ତେ କ’ଣ ଘଟିବାକୁ ଯାଉଛି ସେମାନଙ୍କ ପାଇଁ। Viz kapitola |