ଦ୍ଵିତୀୟ ବିବରଣ 32:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ସେମାନଙ୍କ ପାଦ ପିଚ୍ଛଳି ପଡ଼ିବା ବେଳେ ସମୁଚିତ ଦଣ୍ତ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି। Viz kapitolaଓଡିଆ ବାଇବେଲ35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି। Viz kapitolaପବିତ୍ର ବାଇବଲ35 ମୁଁ ପ୍ରତିଶୋଧ ନେବି। ମୁଁ ସେମାନଙ୍କର ପ୍ରାପ୍ୟ ଦେବି। ସେମାନଙ୍କର ପାଦ ଖସିଯିବା ପର୍ଯ୍ୟନ୍ତ ଅପେକ୍ଷା କରିବି। ସେମାନଙ୍କର ଅସୁବିଧାର ସମୟ ନିକଟ ହୋଇ ଆସୁଛି।’ Viz kapitola |