ଦ୍ଵିତୀୟ ବିବରଣ 32:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ। Viz kapitolaଓଡିଆ ବାଇବେଲ38 ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି ? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ। Viz kapitolaପବିତ୍ର ବାଇବଲ38 ସେମାନଙ୍କର ଭଣ୍ତ ଦେବତା, ଯେଉଁମାନେ ବଳି ମେଦ ଭୋଜନ କଲେ ଏବଂ ଯେଉଁମାନେ ପେୟନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଆସି ସେମାନଙ୍କ ସାହାଯ୍ୟ କରନ୍ତୁ। ସେମାନେ ସେମାନଙ୍କୁ ସୁରକ୍ଷା ଦିଅନ୍ତୁ। Viz kapitola |