Online Bible

- Reklamy -




ଦ୍ଵିତୀୟ ବିବରଣ 32:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।

Viz kapitola kopírovat

ଓଡିଆ ବାଇବେଲ

39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।

Viz kapitola kopírovat

ପବିତ୍ର ବାଇବଲ

39 “‘ଏବେ ଦେଖ ଆମ୍ଭେ କେବଳ ପରମେଶ୍ୱର ଅଟୁ। ଆଉ କୌଣସି ଅନ୍ୟ ଦେବତା ନାହିଁ। ଆମ୍ଭେ ମରଣ ଦେଉ, ଆମ୍ଭେ ଜୀବନ ଦାନ କରୁ। ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିପାରୁ। କୌଣସି ବ୍ୟକ୍ତି ଆମ୍ଭ ଶକ୍ତିଠାରୁ ରକ୍ଷା କରି ପାରିବ ନାହିଁ

Viz kapitola kopírovat




ଦ୍ଵିତୀୟ ବିବରଣ 32:39

Následuj nás:

Reklamy


Reklamy