ଦ୍ଵିତୀୟ ବିବରଣ 32:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ।’” Viz kapitolaପବିତ୍ର ବାଇବଲ (Re-edited) - (BSI)42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ଼୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ। Viz kapitolaଓଡିଆ ବାଇବେଲ42 ଆମ୍ଭେ ଆପଣା ବାଣମାନଙ୍କୁ ରକ୍ତରେ, ହତ ଓ ବନ୍ଦୀମାନଙ୍କ ରକ୍ତରେ ମତ୍ତ କରିବା ଓ ଆମ୍ଭ ଖଡ୍ଗ ଶତ୍ରୁମାନଙ୍କ ରାଜଗଣର ମସ୍ତକରୁ ମାଂସ ଭୋଜନ କରିବ। Viz kapitolaପବିତ୍ର ବାଇବଲ42 ମୋର ବାଣମାନ ତାଙ୍କ ରକ୍ତରେ ମାତାଲ ହେବ ଏବଂ ମୋ’ ଖଡ଼୍ଗ ମୋର ଶତ୍ରୁମାନଙ୍କର ମାଂସକୁ ଗ୍ରାସ କରିବ, ସେମାନଙ୍କର ରକ୍ତ ରଂଜିତ ଶରୀରରୁ କେଶପୂର୍ଣ୍ଣ ମୁଣ୍ଡ ପର୍ଯ୍ୟନ୍ତ।’ Viz kapitola |