ଦ୍ଵିତୀୟ ବିବରଣ 32:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitolaଓଡିଆ ବାଇବେଲ43 ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ। Viz kapitolaପବିତ୍ର ବାଇବଲ43 “ହେ ଜାତିଗଣ, ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନେବେ। ସେ ଆପଣା ବିପକ୍ଷଗଣଙ୍କ ବିରୁଦ୍ଧରେ ପ୍ରତିଶୋଧ ନେବେ। ପୁଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନେବେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାୟଶ୍ଚିତ କରିବେ।” Viz kapitola |