Online Bible

- Reklamy -




ଦ୍ଵିତୀୟ ବିବରଣ 32:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

47 ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ଵାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।

Viz kapitola kopírovat

ଓଡିଆ ବାଇବେଲ

47 ଯେଣୁ ତାହା ତୁମ୍ଭମାନଙ୍କ ପକ୍ଷରେ ବ୍ୟର୍ଥ କଥା ନୁହେଁ; ମାତ୍ର ତାହା ତୁମ୍ଭମାନଙ୍କର ଜୀବନ ଅଟେ ଓ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେଠାରେ ଏହି କଥା ଦ୍ୱାରା ତୁମ୍ଭେମାନେ ଆପଣାମାନଙ୍କ ଦିନ ବଢ଼ାଇବ।

Viz kapitola kopírovat

ପବିତ୍ର ବାଇବଲ

47 କେବେବି ଏପରି ଭାବ ନାହିଁ ଯେ, ଏହିସବୁ କଥା ମୂଲ୍ୟହୀନ ବୋଲି। ସେଥିରେ ତୁମ୍ଭର ଜୀବନ ନିହିତ ଅଛି। ଏହି ଶିକ୍ଷା ଅନୁସରଣ କରି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥ ଯେଉଁ ଦେଶକୁ ଅଧିକାର କରିବାକୁ ଯାଉଅଛ, ସେଠାରେ ଦୀର୍ଘ ଜୀବନ ଲାଭ କରିବ।”

Viz kapitola kopírovat




ଦ୍ଵିତୀୟ ବିବରଣ 32:47

Následuj nás:

Reklamy


Reklamy