ଦ୍ଵିତୀୟ ବିବରଣ 32:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT51 ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)51 ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ। Viz kapitolaଓଡିଆ ବାଇବେଲ51 ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ। Viz kapitolaପବିତ୍ର ବାଇବଲ51 କାରଣ ତୁମ୍ଭେମାନେ ଉଭୟେ ସେଠାରେ ମୋ’ ବିରୁଦ୍ଧରେ ପାପ କରି ଥିଲ। ସିନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଜଳ ନିକଟରେ ଥିଲ। ସେଠାରେ ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ସମ୍ମୁଖରେ ମୋ’ ବିରୁଦ୍ଧରେ ପାପ କରିଥିଲ। ମୁଁ ପବିତ୍ର ବୋଲି ତୁମ୍ଭେ ମୋତେ ସମ୍ମାନ କରି ନ ଥିଲ। Viz kapitola |