Online Bible

- Reklamy -




ଦ୍ଵିତୀୟ ବିବରଣ 32:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

52 ତଥାପି ତୁମ୍ଭେ ଆପଣା ସମ୍ମୁଖରେ ସେହି ଦେଶ ଦେଖିବ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବା, ସେଠାକୁ ତୁମ୍ଭେ ଯାଇ ପାରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

52 ତେଣୁ ବର୍ତ୍ତମାନ ତୁମ୍ଭେ ଦେଖି ପାରିବ ସେହି ଦେଶ, ଯାହା ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ ଯାଉଅଛୁ। କିନ୍ତୁ ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”

Viz kapitola kopírovat




ଦ୍ଵିତୀୟ ବିବରଣ 32:52

Následuj nás:

Reklamy


Reklamy