ଦ୍ଵିତୀୟ ବିବରଣ 32:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ, ସେତେବେଳେ ଇସ୍ରାଏଲ-ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitolaଓଡିଆ ବାଇବେଲ8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ। Viz kapitolaପବିତ୍ର ବାଇବଲ8 ସର୍ବୋପରିସ୍ଥ ପରମେଶ୍ୱର ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ, ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ କଲେ। ସେତେବେଳେ ସେ ଇସ୍ରାଏଲର ସଂଖ୍ୟା ଅନୁସାରେ ସୀମା ସ୍ଥାପନ କଲେ। Viz kapitola |