ଦ୍ଵିତୀୟ ବିବରଣ 33:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରମେଶ୍ଵରଙ୍କ ଲୋକ ମୋଶା ଆପଣା ମୃତ୍ୟୁ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaଓଡିଆ ବାଇବେଲ1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaପବିତ୍ର ବାଇବଲ1 ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ। Viz kapitola |