ଦ୍ଵିତୀୟ ବିବରଣ 33:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗିପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ। Viz kapitolaଓଡିଆ ବାଇବେଲ11 ହେ ସଦାପ୍ରଭୁ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ। Viz kapitolaପବିତ୍ର ବାଇବଲ11 “ହେ ସଦାପ୍ରଭୁ, ତା'ର ସମ୍ପତ୍ତିକୁ ଆଶୀର୍ବାଦ କର। ତାଙ୍କ ହସ୍ତର କର୍ମମାନ ଗ୍ରହଣ କର। ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି, ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କର ବଳ ଭାଙ୍ଗି ପକାଅ। ଯେପରି ସେମାନେ ଆଉ ପୁନର୍ବାର ଉଠିପାରିବେ ନାହିଁ।” Viz kapitola |