ଦ୍ଵିତୀୟ ବିବରଣ 33:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି ସେ ଆଶେର୍ ବିଷୟରେ କହିଲେ, ଆଶେର୍ ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ଡୁବାଉ। Viz kapitolaଓଡିଆ ବାଇବେଲ24 ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।” Viz kapitolaପବିତ୍ର ବାଇବଲ24 ମୋଶା ଆଶେରଙ୍କର ବିଷୟରେ ଏହିକଥା କହିଲେ, “ଆଶେର ସନ୍ତାନ ସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ। ସେ ଆପଣା ଭାତୃଗଣଙ୍କ ନିକଟରେ ଆଦୃତ ହେବ। ଏବଂ ସେ ଆପଣା ପାଦ ତୈଳରେ ବୁଡ଼ାଉ। Viz kapitola |