Online Bible

- Reklamy -




ଦ୍ଵିତୀୟ ବିବରଣ 33:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ହେ ଯିଶୁରୁଣ, ପରମେଶ୍ଵରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ତଳରେ ଓ ନିଜ ଗୌରବରେ ଗଗନମଣ୍ତଳରେ ଆରୋହଣ କରି ଗମନ କରନ୍ତି।

Viz kapitola kopírovat

ଓଡିଆ ବାଇବେଲ

26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।

Viz kapitola kopírovat

ପବିତ୍ର ବାଇବଲ

26 “ହେ ଯିଶୁରୁଣ, ପରମେଶ୍ୱରଙ୍କ ପରି ଆଉ କେହି ନାହିଁ। ସେ ତୁମ୍ଭକୁ ସାହାଯ୍ୟ କରିବା ପାଇଁ ଆକାଶରେ ଭ୍ରମଣ କରନ୍ତି। ତାଙ୍କର ମହିମା ବାଦଲ ଉପରେ ଆରୋହଣ କରେ।

Viz kapitola kopírovat




ଦ୍ଵିତୀୟ ବିବରଣ 33:26

Následuj nás:

Reklamy


Reklamy