ଦ୍ଵିତୀୟ ବିବରଣ 33:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନାଦି ପରମେଶ୍ଵର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ। Viz kapitolaଓଡିଆ ବାଇବେଲ27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ। Viz kapitolaପବିତ୍ର ବାଇବଲ27 ପରମେଶ୍ୱର ଅନନ୍ତକାଳସ୍ଥାୟୀ, ସେ ହେଉଛନ୍ତି ତୁମ୍ଭର ନିରାପଦର ସ୍ଥାନ। ପରମେଶ୍ୱରଙ୍କର ଶକ୍ତି ଅନନ୍ତକାଳ। ସେ ତୁମ୍ଭ ପାଇଁ ସୁରକ୍ଷା ଦେଉଛନ୍ତି। ପରମେଶ୍ୱର ତୁମ୍ଭ ଦେଶରୁ ତୁମ୍ଭ ଶତ୍ରୁମାନଙ୍କୁ ବିତାଡ଼ିତ କରିବେ। ସେ କହିବେ, ‘ଶତ୍ରୁମାନଙ୍କୁ ବିନାଶ କର।’ Viz kapitola |