ଦ୍ଵିତୀୟ ବିବରଣ 33:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା; ହଁ, ତାହାର ଆକାଶରୁ ଶିଶିର କ୍ଷରେ। Viz kapitolaଓଡିଆ ବାଇବେଲ28 “ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ। Viz kapitolaପବିତ୍ର ବାଇବଲ28 ତେଣୁ ଇସ୍ରାଏଲୀୟମାନେ ନିରାପଦରେ ବାସ କରି ପାରିବେ। ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସ ମୟ ଦେଶରେ ବାସ କଲା। ତାଙ୍କର ଆକାଶ ଶିଶିର ଝରାଏ। Viz kapitola |