Online Bible

- Reklamy -




ଦ୍ଵିତୀୟ ବିବରଣ 33:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାର ପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି? ତୁମ୍ଭେ ସଦାପ୍ରଭୁଙ୍କ ଦ୍ଵାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ଼୍‍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।

Viz kapitola kopírovat

ଓଡିଆ ବାଇବେଲ

29 ହେ ଇସ୍ରାଏଲ, ତୁମ୍ଭେ ଧନ୍ୟ ଅଟ; ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ସଦାପ୍ରଭୁଙ୍କ ଦ୍ୱାରା ଉଦ୍ଧାରପ୍ରାପ୍ତ ଲୋକ, ସେ ତୁମ୍ଭର ଉପକାର ରୂପ ଢାଲ ଓ ସେ ତୁମ୍ଭର ମାହାତ୍ମ୍ୟ ରୂପ ଖଡ୍ଗ ! ଏଣୁ ତୁମ୍ଭର ଶତ୍ରୁମାନେ ଆପେ ତୁମ୍ଭର ବଶୀଭୂତ ହେବେ; ପୁଣି ତୁମ୍ଭେ ସେମାନଙ୍କ ଉଚ୍ଚସ୍ଥଳୀମାନ ଦଳନ କରିବ।”

Viz kapitola kopírovat

ପବିତ୍ର ବାଇବଲ

29 ହେ ଇସ୍ରାଏଲୀୟ, ତୁମ୍ଭେମାନେ ଆଶୀର୍ବାଦ ଯୁକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହେବେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖ‌ଡ଼୍‌ଗ ସ୍ୱରୂପ। ତୁମ୍ଭର ଶତ୍ରୁମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସେମାନଙ୍କ ପବିତ୍ର ସ୍ଥାନସବୁ ଦଳନ କରିବ।”

Viz kapitola kopírovat




ଦ୍ଵିତୀୟ ବିବରଣ 33:29

Následuj nás:

Reklamy


Reklamy