ଦ୍ଵିତୀୟ ବିବରଣ 34:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ମୋୟାବ ଦେଶରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ। Viz kapitolaଓଡିଆ ବାଇବେଲ6 ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ। Viz kapitolaପବିତ୍ର ବାଇବଲ6 ସଦାପ୍ରଭୁ ମୋୟାବ ଦେଶରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାହାଙ୍କୁ କରବ ଦେଲେ। ମାତ୍ର ତାଙ୍କର କବର ସ୍ଥାନ ଆଜି ପର୍ଯ୍ୟନ୍ତ କେହି ଜାଣି ନାହାନ୍ତି। Viz kapitola |