Online Bible

- Reklamy -




ଦ୍ଵିତୀୟ ବିବରଣ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।

Viz kapitola kopírovat

ଓଡିଆ ବାଇବେଲ

14 ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ।

Viz kapitola kopírovat

ପବିତ୍ର ବାଇବଲ

14 ପୁଣି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ପାର ହୋଇ ଯାଉଅଛ, ସେହି ଦେଶରେ ତୁମ୍ଭମାନଙ୍କର ପାଳନୀୟ ବିଧି ଓ ଶାସନ ସମସ୍ତ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:14

Následuj nás:

Reklamy


Reklamy