ଦ୍ଵିତୀୟ ବିବରଣ 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହି ସବୁ ଆଜ୍ଞା ପାଳନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ; ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ସେହିସବୁ ଆଜ୍ଞା ପାଳନ କର। Viz kapitolaଓଡିଆ ବାଇବେଲ2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର। Viz kapitolaପବିତ୍ର ବାଇବଲ2 ମୁଁ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେମାନେ ସେହି ବାକ୍ୟରେ ଆଉ କିଛି ମିଶାଅ ନାହିଁ। କିଅବା ତା'ଠାରୁ କିଛି ଊଣାକରି ପାଳନ କର ନାହିଁ। ସମ୍ପୂର୍ଣ୍ଣ ଭାବେ ସେହି ବାକ୍ୟମାନ ପାଳନ କର। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ମାନ। Viz kapitola |