ଦ୍ଵିତୀୟ ବିବରଣ 4:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ମାତ୍ର ତୁମ୍ଭେମାନେ ଆଜି ଦିନର ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ଵରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ20 ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି। Viz kapitolaପବିତ୍ର ବାଇବଲ20 କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଏକ ଲୁହା ତରଳା ଯାଉଥିବା ଚୁଲ୍ଲାରୁ କାଢ଼ି ଆଣିବା ତୁଲ୍ୟ, ମିଶରରୁ ବାହାର କରି ଆଣିଛନ୍ତି। ଏବଂ ସେ ତୁମ୍ଭମାନଙ୍କୁ ତାଙ୍କର ମୂଲ୍ୟବାନ ଲୋକ ହେବା ପାଇଁ ଆଣିଛନ୍ତି, ତୁମ୍ଭେମାନେ ଯେପରି ଆଜି ହୋଇଛ। Viz kapitola |