Online Bible

- Reklamy -




ଦ୍ଵିତୀୟ ବିବରଣ 4:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ;

Viz kapitola kopírovat

ଓଡିଆ ବାଇବେଲ

25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।

Viz kapitola kopírovat

ପବିତ୍ର ବାଇବଲ

25 “ତୁମ୍ଭେମାନେ ସେ ଦେଶରେ ବହୁତ ଦିନ ବସବାସ କରିବ। ସେଠାରେ ତୁମ୍ଭମାନଙ୍କର ପୁତ୍ର ଓ ନାତିମାନେ ମଧ୍ୟ ବାସ କରିବେ। ତୁମ୍ଭେମାନେ ସେଠାରେ ବିଭିନ୍ନ ପ୍ରତିମା କରି ବା ଖୋଦିତ ମୂର୍ତ୍ତି କରି ତୁମ୍ଭମାନଙ୍କର ଜୀବନଧାରାକୁ କ୍ଷୁର୍ଣ୍ଣ କରିବ। ଯେତେବେଳେ ତୁମ୍ଭେମାନେ ଏପରି କରିବ, ପରମେଶ୍ୱର ତୁମ୍ଭମାନଙ୍କ ଉପରେ କ୍ରୋଧ କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:25

Následuj nás:

Reklamy


Reklamy