ଦ୍ଵିତୀୟ ବିବରଣ 4:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଦୟାଳୁ ପରମେଶ୍ଵର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ଵାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ବିସ୍ମୃତ ହେବେ ନାହିଁ। Viz kapitolaଓଡିଆ ବାଇବେଲ31 ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ। Viz kapitolaପବିତ୍ର ବାଇବଲ31 ଯେହେତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଦୟାଳୁ ପରମେଶ୍ୱର ଅଟନ୍ତି, ସେ ତୁମ୍ଭମାନଙ୍କୁ ତ୍ୟାଗ କରିବେ ନାହିଁ, କି ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଛନ୍ତି ତାହା ଭୂଲି ଯିବେ ନାହିଁ। Viz kapitola |