ଦ୍ଵିତୀୟ ବିବରଣ 4:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣାଯାଇଅଛି? Viz kapitolaପବିତ୍ର ବାଇବଲ (Re-edited) - (BSI)32 ପରମେଶ୍ଵର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ତଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରା; ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି? Viz kapitolaଓଡିଆ ବାଇବେଲ32 ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି ? Viz kapitolaପବିତ୍ର ବାଇବଲ32 “ଏହା ପୂର୍ବରୁ ଏପରି ମହାନ କାର୍ଯ୍ୟ କେବେ ଦେଖିଛ କି? କଦାପି ନୁହେଁ କାରଣ ଅତୀତକୁ ଦେଖ। ତୁମ୍ଭମାନଙ୍କର ଜନ୍ମ ପୂର୍ବରୁ ଦେଖ। ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନଠାରୁ ପୃଥିବୀର ଗ୍ଭରିଆଡ଼େ ଏପରି ମହାନ କାର୍ଯ୍ୟ କେହି କରିଛି। ଏପରି ମହାକାର୍ଯ୍ୟ ଘଟିବାର ଆଉ କେହି ଶୁଣିଛ କି? ନାଁ! Viz kapitola |