ଦ୍ଵିତୀୟ ବିବରଣ 4:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ଵର ଅଟନ୍ତି, ତାହାଙ୍କ ଭିନ୍ନ ଆଉ କେହି ନାହିଁ। Viz kapitolaଓଡିଆ ବାଇବେଲ35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ। Viz kapitolaପବିତ୍ର ବାଇବଲ35 ଏହିସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେମାନେ ଜାଣି ପାରିବ, ଯେ ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାଙ୍କ ଭିନ୍ନ ଆଉ କେହି ନାହିଁ। Viz kapitola |