ଦ୍ଵିତୀୟ ବିବରଣ 4:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଅନନ୍ତର ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ; Viz kapitolaଓଡିଆ ବାଇବେଲ41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ। Viz kapitolaପବିତ୍ର ବାଇବଲ41 ଏହା ପରେ ମୋଶା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ତିନୋଟି ନଗର ସଂରକ୍ଷଣ କଲେ। Viz kapitola |