Online Bible

- Reklamy -




ଦ୍ଵିତୀୟ ବିବରଣ 4:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବୈତ୍ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ୍ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣକୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।

Viz kapitola kopírovat

ଓଡିଆ ବାଇବେଲ

45 ଅର୍ଥାତ୍‍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍‍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ।

Viz kapitola kopírovat

ପବିତ୍ର ବାଇବଲ

45 ଏହିସବୁ ପ୍ରମାଣିତ ବାକ୍ୟ, ନିୟମ, ବ୍ୟବସ୍ଥା ଯାହାକି ମୋଶା ଇସ୍ରାଏଲର ଲୋକମାନଙ୍କୁ ଦେଲେ, ଯେତେବେଳେ ମିଶରରୁ ବାହାରି ଆସିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:45

Následuj nás:

Reklamy


Reklamy