ଦ୍ଵିତୀୟ ବିବରଣ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଦେଖ, ସଦାପ୍ରଭୁ ମୋହର ପରମେଶ୍ଵର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ତଦନୁସାରେ ବ୍ୟବହାର କରିବାକୁ ହେବ। Viz kapitolaଓଡିଆ ବାଇବେଲ5 ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ। Viz kapitolaପବିତ୍ର ବାଇବଲ5 “ହଁ ଦେଖ, ସଦାପ୍ରଭୁ ମୋର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ସେହି ବ୍ୟବସ୍ଥାସବୁ ଶିକ୍ଷା ଦେଲି। ମୁଁ ତୁମ୍ଭମାନଙ୍କୁ ସେହିପରି ବ୍ୟବସ୍ଥା ଓ ବିଧି ଶିକ୍ଷା ଦେଇଅଛି, ଯେପରି ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କ ଅନୁସାରେ ବାସ କରିବ। Viz kapitola |