ଦ୍ଵିତୀୟ ବିବରଣ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ନାମ ଘେନିବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ଘେନେ, ସଦାପ୍ରଭୁ ତାହାକୁ ନିରପରାଧ କରି ଗଣନା କରିବେ ନାହିଁ। Viz kapitolaଓଡିଆ ବାଇବେଲ11 ତୁମ୍ଭେ ମିଥ୍ୟାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ନାମ ନେବ ନାହିଁ; ଯେହେତୁ ଯେକେହି ମିଥ୍ୟାରେ ତାହାଙ୍କ ନାମ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ। Viz kapitolaପବିତ୍ର ବାଇବଲ11 ‘ତୁମ୍ଭେ ମୂଲ୍ୟହୀନ ଉଦ୍ଦେଶ୍ୟରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନାମ ନେବ ନାହିଁ। ଯଦି କୌଣସି ଲୋକ ମୂଲ୍ୟହୀନ ଉଦ୍ଦେଶ୍ୟରେ ତାଙ୍କର ନାମନିଏ, ସଦାପ୍ରଭୁ ତାଙ୍କୁ ନିରପରାଧୀ ବୋଲି ବିବେଚନା କରନ୍ତି ନାହିଁ। Viz kapitola |