ଦ୍ଵିତୀୟ ବିବରଣ 5:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମବାର ପାଳନ କରି ପବିତ୍ର କର। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର। Viz kapitolaଓଡିଆ ବାଇବେଲ12 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାନୁସାରେ ବିଶ୍ରାମଦିନ ପାଳନ କରି ପବିତ୍ର କର। Viz kapitolaପବିତ୍ର ବାଇବଲ12 ‘ବିଶ୍ରାମ ଦିନକୁ ସଦାପ୍ରଭୁଙ୍କର ଉଦ୍ଧିଷ୍ଟ ଦିନରୂପେ ପାଳନ କରିବ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି। Viz kapitola |