Online Bible

- Reklamy -




ଦ୍ଵିତୀୟ ବିବରଣ 5:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ,,ଓ ମଙ୍ଗଳ ହେବ।

Viz kapitola kopírovat

ଓଡିଆ ବାଇବେଲ

16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।

Viz kapitola kopírovat

ପବିତ୍ର ବାଇବଲ

16 ‘ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ତୁମ୍ଭେମାନେ ଏହି ଆଦେଶ ପାଳନ କର, ତେବେ ତୁମ୍ଭମାନଙ୍କର ପରମାୟୁ ଦୀର୍ଘାୟୁ ହେବ ଓ ସେହି ଦେଶରେ ତୁମ୍ଭମାନଙ୍କର ମଙ୍ଗଳ ହେବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଉଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 5:16

Následuj nás:

Reklamy


Reklamy