ଦ୍ଵିତୀୟ ବିବରଣ 5:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି? Viz kapitolaପବିତ୍ର ବାଇବଲ (Re-edited) - (BSI)26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି? Viz kapitolaଓଡିଆ ବାଇବେଲ26 କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ? Viz kapitolaପବିତ୍ର ବାଇବଲ26 ଅଗ୍ନି ମଧ୍ୟରୁ ଜୀବନ୍ତ ପରମେଶ୍ୱର କହିବାର କେହି ଶୁଣି ନାହାନ୍ତି। ଯେପରି ଆମ୍ଭେମାନେ ଶୁଣିଛୁ ଓ ବଞ୍ଚିଛୁ। Viz kapitola |