ଦ୍ଵିତୀୟ ବିବରଣ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହ ରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ। Viz kapitolaଓଡିଆ ବାଇବେଲ12 ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ। Viz kapitolaପବିତ୍ର ବାଇବଲ12 “ସେତେବେଳେ ତୁମ୍ଭେମାନେ ନିଶ୍ଚିତ ସାବଧାନ ହେବା ଉଚିତ୍ ଯେ, ଯିଏ ତୁମ୍ଭମାନଙ୍କୁ ଦାସ୍ୟଗୃହରୂପ ମିଶରରୁ ମୁକ୍ତ କରି ଆଣିଛନ୍ତି। ତୁମ୍ଭେମାନେ ସେହି ସଦାପ୍ରଭୁଙ୍କୁ ଭୂଲିଯାଅ ନାହିଁ। Viz kapitola |