ଦ୍ଵିତୀୟ ବିବରଣ 6:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘ ପରମାୟୁ ହେବ। Viz kapitolaଓଡିଆ ବାଇବେଲ2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ। Viz kapitolaପବିତ୍ର ବାଇବଲ2 ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ। Viz kapitola |