Online Bible

- Reklamy -




ଦ୍ଵିତୀୟ ବିବରଣ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ?” ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ? ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,

Viz kapitola kopírovat

ଓଡିଆ ବାଇବେଲ

20 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ସକଳ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଇଅଛନ୍ତି, ସେସବୁର ଅଭିପ୍ରାୟ କଅଣ ଏହା ଭବିଷ୍ୟତ କାଳରେ ତୁମ୍ଭର ସନ୍ତାନ ତୁମ୍ଭକୁ ପଚାରିଲେ,

Viz kapitola kopírovat

ପବିତ୍ର ବାଇବଲ

20 “ଭବିଷ୍ୟତରେ ଯଦି ତୁମ୍ଭର ସନ୍ତାନମାନେ ତୁମ୍ଭକୁ ପଗ୍ଭରିବେ, ‘ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଦେଇଛନ୍ତି, ସେସବୁର ଅଭିପ୍ରାୟ କ’ଣ?’

Viz kapitola kopírovat




ଦ୍ଵିତୀୟ ବିବରଣ 6:20

Následuj nás:

Reklamy


Reklamy