Online Bible

- Reklamy -




ଦ୍ଵିତୀୟ ବିବରଣ 6:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହୁଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।

Viz kapitola kopírovat

ଓଡିଆ ବାଇବେଲ

23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ

23 ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ। ସେ ଦେଶରେ ପରମେଶ୍ୱର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିଶରରୁ ବାହାର କରି ଆଣିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 6:23

Následuj nás:

Reklamy


Reklamy