Online Bible

- Reklamy -




ଦ୍ଵିତୀୟ ବିବରଣ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

Viz kapitola kopírovat

ଓଡିଆ ବାଇବେଲ

24 ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

Viz kapitola kopírovat

ପବିତ୍ର ବାଇବଲ

24 ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 6:24

Následuj nás:

Reklamy


Reklamy