Online Bible

- Reklamy -




ଦ୍ଵିତୀୟ ବିବରଣ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ମିସ୍ରୀୟ ଯେସବୁ ମନ୍ଦ-ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।

Viz kapitola kopírovat

ଓଡିଆ ବାଇବେଲ

15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁ ସବୁ ମିସ୍ରୀୟ ମନ୍ଦ-ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।

Viz kapitola kopírovat

ପବିତ୍ର ବାଇବଲ

15 ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀୟ ଯେଉଁସବୁ ମନ୍ଦ ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନଙ୍କ ଉପରେ ତାହା କରିବେ।

Viz kapitola kopírovat




ଦ୍ଵିତୀୟ ବିବରଣ 7:15

Následuj nás:

Reklamy


Reklamy