ଦ୍ଵିତୀୟ ବିବରଣ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେବେ ତୁମ୍ଭେ ଆପଣା ମନେ ମନେ କହିବ, “ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା?” ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେବେ ତୁମ୍ଭେ ଆପଣା ମନେ ମନେ କହିବ, ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା? ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ। Viz kapitolaଓଡିଆ ବାଇବେଲ17 ଯେବେ ତୁମ୍ଭେ ଆପଣା ମନେ ମନେ କହିବ, ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା ? ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ। Viz kapitolaପବିତ୍ର ବାଇବଲ17 “ଯଦି ତୁମ୍ଭେମାନେ ‘ସେହି ଦେଶକୁ ତୁମ୍ଭମାନଙ୍କଠାରୁ ବଳଶାଳି ବୋଲି ବିବେଚନା କର, ତେବେ ତୁମ୍ଭେମାନେ ନିଜେ ଚିନ୍ତା କରିପାର ଆମ୍ଭେ କିପରି ସେମାନଙ୍କୁ ତଡ଼ି ଦେବା? ତଥାପି ତୁମ୍ଭେ ସେମାନଙ୍କୁ ଭୟ କରିବ ନାହିଁ।’ Viz kapitola |