ଦ୍ଵିତୀୟ ବିବରଣ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ବର୍ଜିତ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Viz kapitolaଓଡିଆ ବାଇବେଲ2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ। Viz kapitolaପବିତ୍ର ବାଇବଲ2 ଯେତେବେଳେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେମାନଙ୍କୁ ତୁମ୍ଭ ସଦାପ୍ରଭୁ ସମର୍ପଣ କରିବେ ଏବଂ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ। ତୁମ୍ଭେ ସେମାନଙ୍କ ସହିତ କୌଣସି ସନ୍ଧି କରିବ ନାହିଁ ଅଥବା ଦୟା ଦେଖାଇବ ନାହିଁ। ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରିବ। Viz kapitola |