ଦ୍ଵିତୀୟ ବିବରଣ 7:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ। Viz kapitolaଓଡିଆ ବାଇବେଲ22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ। Viz kapitolaପବିତ୍ର ବାଇବଲ22 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ିବେ। ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ। Viz kapitola |