ଦ୍ଵିତୀୟ ବିବରଣ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରି ପାରିବେ; ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Viz kapitolaଓଡିଆ ବାଇବେଲ4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ। Viz kapitolaପବିତ୍ର ବାଇବଲ4 କାରଣ ସେମାନେ ତୁମ୍ଭମାନଙ୍କର ସନ୍ତାନଗଣଙ୍କୁ ମୋତେ ଅନୁସରଣ କରିବାରୁ ବିମୁଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦେବଗଣର ସେବା କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ୱର କ୍ରୋଧ କରିବେ ଓ ସେ ତୁମ୍ଭକୁ ବହୁତ ଶୀଘ୍ର ବିନାଶ କରିବେ। Viz kapitola |