ଦ୍ଵିତୀୟ ବିବରଣ 8:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଜି ମୁଁ ତୁମ୍ଭକୁ ଯେ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ। Viz kapitolaଓଡିଆ ବାଇବେଲ1 ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ। Viz kapitolaପବିତ୍ର ବାଇବଲ1 “ଯାହା ମୁଁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭେମାନେ ମୋର ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭେମାନେ ବଞ୍ଚିବା ପାଇଁ ଓ ବୃଦ୍ଧି ହେବା ପାଇଁ ଓ ସେହି ସ୍ଥାନରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି। Viz kapitola |